Psalms 114:1 — Compare Translations

5 translations compared side by side

Odia - 1840
"ଯେତବେେଳେ ଇଶ୍ରାୟେଲ ମିଶରରୁ ପରିତ୍ଯାଗ କଲେ, ୟାକୁବ ବଂଶ ବିଦେଶୀ ଲୋକଙ୍କଠାରୁ ବାହାରିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେତେବେଳେ ଇସ୍ରାଏଲ ମିସରରୁ ଓ ଯାକୁବ-ବଂଶ ଅନ୍ୟ ଭାଷାବାଦୀ ଲୋକଙ୍କ ମଧ୍ୟରୁ ବାହାରିଲେ;
Odia Bible ERV 2004 (ପବିତ୍ର ବାଇବଲ)
ଯେତେବେଳେ ଇସ୍ରାଏଲ ମିଶରରୁ ପରିତ୍ୟାଗ କଲେ, ଯାକୁବ ବଂଶ ବିଦେଶୀ ଲୋକଙ୍କଠାରୁ ବାହାରିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେତେବେଳେ ଇସ୍ରାଏଲ ମିସରରୁ ଓ ଯାକୁବ ବଂଶ ଅନ୍ୟ ଭାଷାବାଦୀ ଲୋକଙ୍କ ମଧ୍ୟରୁ ବାହାରିଲେ;
Odia IRV 2017 (ଓଡିଆ ବାଇବେଲ)
ଯେତେବେଳେ ଇସ୍ରାଏଲ ମିସରରୁ ଓ ଯାକୁବ-ବଂଶ ଅନ୍ୟ ଭାଷାବାଦୀ ଲୋକଙ୍କ ମଧ୍ୟରୁ ବାହାରିଲେ;