Psalms 114:2 — Compare Translations

5 translations compared side by side

Odia - 1840
"ସହେି ସମଯରେ ଯିହୁଦା ପରମେଶ୍ବରଙ୍କର ବିଶଷେ ଲୋକ ହେଲେ। ଇଶ୍ରାୟେଲ ତାଙ୍କର ରାଜ୍ଯ ହେଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେତେବେଳେ ଯିହୁଦା ତାହାଙ୍କ ଧର୍ମଧାମ ଓ ଇସ୍ରାଏଲ ତାହାଙ୍କ ରାଜ୍ୟ ହେଲା,
Odia Bible ERV 2004 (ପବିତ୍ର ବାଇବଲ)
ସେହି ସମୟରେ ଯିହୁଦା ପରମେଶ୍ୱରଙ୍କର ବିଶେଷ ଲୋକ ହେଲେ। ଇସ୍ରାଏଲ ତାଙ୍କର ରାଜ୍ୟ ହେଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେତେବେଳେ ଯିହୁଦା ତାହାଙ୍କ ଧର୍ମଧାମ ଓ ଇସ୍ରାଏଲ ତାହାଙ୍କ ରାଜ୍ୟ ହେଲା,
Odia IRV 2017 (ଓଡିଆ ବାଇବେଲ)
ସେତେବେଳେ ଯିହୁଦା ତାହାଙ୍କ ଧର୍ମଧାମ ଓ ଇସ୍ରାଏଲ ତାହାଙ୍କ ରାଜ୍ୟ ହେଲା,