Psalms 114:4 — Compare Translations

5 translations compared side by side

Odia - 1840
"ପର୍ବତଗଣ ମଷେପରି ଡ଼ଇେଁଲେ। ମଷେ ଛୁଆପରି ଉପପର୍ବତଗଣ ଡ଼ିଆଁ ମାରିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପର୍ବତଗଣ ମେଷ ପରି ଓ ଉପପର୍ବତଗଣ ମେଷଶାବକ ପରି ଡିଆଁ ମାରିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ପର୍ବତଗଣ ମେଷପରି ଡେଇଁଲେ। ମେଷ ଛୁଆ ପରି ଉପପର୍ବତଗଣ ଡିଆଁ ମାରିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପର୍ବତଗଣ ମେଷ ପରି ଓ ଉପପର୍ବତଗଣ ମେଷଶାବକ ପରି ଡିଆଁ ମାରିଲେ।
Odia IRV 2017 (ଓଡିଆ ବାଇବେଲ)
ପର୍ବତଗଣ ମେଷ ପରି ଓ ଉପପର୍ବତଗଣ ମେଷଶାବକ ପରି ଡିଆଁ ମାରିଲେ।