Psalms 114:5 — Compare Translations
5 translations compared side by side
Odia - 1840
"ହେ ସୁଫ ସମୁଦ୍ର, ତୁମ୍ଭେ କାହିଁକି ଘୁଞ୍ଚିଗଲ? ହେ ୟର୍ଦ୍ଦନ ତୁମ୍ଭେ କାହିଁକି ଉଜାଣି ବହୁଛ?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭର କʼଣ ହେଲା ଯେ, ହେ ସମୁଦ୍ର, ତୁମ୍ଭେ ପଳାଉଅଛ? ହେ ଯର୍ଦ୍ଦନ, ତୁମ୍ଭେ ଉଜାଣି ବହୁଅଛ?
Odia Bible ERV 2004 (ପବିତ୍ର ବାଇବଲ)
ହେ ସୂଫସାଗର, ତୁମ୍ଭେ କାହିଁକି ଘୁଞ୍ଚିଗଲ? ହେ ଯର୍ଦ୍ଦନ ତୁମ୍ଭେ କାହିଁକି ଉଜାଣି ବହୁଛ?
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭର କʼଣ ହେଲା ଯେ, ହେ ସମୁଦ୍ର, ତୁମ୍ଭେ ପଳାଉଅଛ? ହେ ଯର୍ଦ୍ଦନ, ତୁମ୍ଭେ ଉଜାଣି ବହୁଅଛ?
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭର କ’ଣ ହେଲା ଯେ, ହେ ସମୁଦ୍ର, ତୁମ୍ଭେ ପଳାଉଅଛ? ହେ ଯର୍ଦ୍ଦନ, ତୁମ୍ଭେ ଉଜାଣି ବହୁଅଛ?