Psalms 114:6 — Compare Translations

5 translations compared side by side

Odia - 1840
"ହେ ପର୍ବତଗଣ, ତୁମ୍ଭେ କାହିଁକି ମଷେମାନଙ୍କ ପରି ଡଇେଁଲ? ହେ ଉପପର୍ବତଗଣ, ତୁମ୍ଭେ କାହିଁକି ମଷେ ଶାବକଙ୍କ ପରି ଡ଼ଇେଁଲ?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ପର୍ବତଗଣ, ତୁମ୍ଭେମାନେ ମେଷ ପରି, ହେ ଉପପର୍ବତଗଣ, ତୁମ୍ଭେମାନେ ମେଷଶାବକ ପରି ଡିଆଁ ମାରୁଅଛ?
Odia Bible ERV 2004 (ପବିତ୍ର ବାଇବଲ)
ହେ ପର୍ବତଗଣ, ତୁମ୍ଭେ କାହିଁକି ମେଷମାନଙ୍କ ପରି ଡେଇଁଲ? ହେ ଉପପର୍ବତଗଣ, ତୁମ୍ଭେ କାହିଁକି ମେଷ ଶାବକଙ୍କ ପରି ଡେଇଁଲ?
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ପର୍ବତଗଣ, ତୁମ୍ଭେମାନେ ମେଷ ପରି, ହେ ଉପପର୍ବତଗଣ, ତୁମ୍ଭେମାନେ ମେଷଶାବକ ପରି ଡିଆଁ ମାରୁଅଛ?
Odia IRV 2017 (ଓଡିଆ ବାଇବେଲ)
ହେ ପର୍ବତଗଣ, ତୁମ୍ଭେମାନେ ମେଷ ପରି, ହେ ଉପପର୍ବତଗଣ, ତୁମ୍ଭେମାନେ ମେଷଶାବକ ପରି ଡିଆଁ ମାରୁଅଛ?