Psalms 114:8 — Compare Translations
5 translations compared side by side
Odia - 1840
"ପରମେଶ୍ବର ହେଉଛନ୍ତି ସହେି ୟାହାଙ୍କ ୟୋଗୁ ପର୍ବତରୁ ଝରଣା ବୁହାଇଲେ ଓ ପରମେଶ୍ବର ଚକ୍ମକି ପଥରକୁ ନିର୍ଝର ବୁହାଇଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ଶୈଳକୁ ଜଳାଶୟ, ଚକ୍ମକି ପ୍ରସ୍ତରକୁ ନିର୍ଝର କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର ହେଉଛନ୍ତି ସେହି ଯାହାଙ୍କ ଯୋଗୁଁ ପର୍ବତରୁ ଝରଣା ବୁହାଇଲେ ଓ ପରମେଶ୍ୱର ଚକ୍ମକି ପଥରରୁ ନିର୍ଝର ବୁହାଇଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ଶୈଳକୁ ଜଳାଶୟ, ଚକ୍ମକି ପ୍ରସ୍ତରକୁ ନିର୍ଝର କଲେ।
Odia IRV 2017 (ଓଡିଆ ବାଇବେଲ)
ସେ ଶୈଳକୁ ଜଳାଶୟ, ଚକ୍ମକି ପ୍ରସ୍ତରକୁ ନିର୍ଝର କଲେ।