Psalms 115:1 — Compare Translations

5 translations compared side by side

Odia - 1840
"ହେ ସଦାପ୍ରଭୁ, ଆମ୍ଭମାନେେ କୌଣସି ମହିମାର ୟୋଗ୍ଯ ନୁହଁ। ମହିମା ତ ତୁମ୍ଭର। ତୁମ୍ଭର ପ୍ରମେ ନିଷ୍ଠା ଯୋଗୁଁ ତୁମ୍ଭର ଗୌରବ ହେଉ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ସଦାପ୍ରଭୋ, ଆମ୍ଭମାନଙ୍କୁ ନୁହେଁ, ଆମ୍ଭମାନଙ୍କୁ ନୁହେଁ, ମାତ୍ର ତୁମ୍ଭ ଦୟା ଓ ତୁମ୍ଭ ସତ୍ୟତା ସକାଶେ ଆପଣା ନାମକୁ ଗୌରବାନ୍ଵିତ କର ।
Odia Bible ERV 2004 (ପବିତ୍ର ବାଇବଲ)
ହେ ସଦାପ୍ରଭୁ, ଆମ୍ଭେମାନେ କୌଣସି ମହିମାର ଯୋଗ୍ୟ ନୁହଁ। ମହିମା ତ ତୁମ୍ଭର। ତୁମ୍ଭର ପ୍ରେମ ନିଷ୍ଠା ଯୋଗୁଁ ତୁମ୍ଭର ଗୌରବ ହେଉ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ସଦାପ୍ରଭୋ, ଆମ୍ଭମାନଙ୍କୁ ନୁହେଁ, ଆମ୍ଭମାନଙ୍କୁ ନୁହେଁ, ମାତ୍ର ତୁମ୍ଭ ଦୟା ଓ ତୁମ୍ଭ ସତ୍ୟତା ସକାଶେ ଆପଣା ନାମକୁ ଗୌରବାନ୍ୱିତ କର।
Odia IRV 2017 (ଓଡିଆ ବାଇବେଲ)
ହେ ସଦାପ୍ରଭୁ, ଆମ୍ଭମାନଙ୍କୁ ନୁହେଁ, ଆମ୍ଭମାନଙ୍କୁ ନୁହେଁ, ମାତ୍ର ତୁମ୍ଭ ଦୟା ଓ ତୁମ୍ଭ ସତ୍ୟତା ସକାଶେ ଆପଣା ନାମକୁ ଗୌରବାନ୍ୱିତ କର।