Psalms 115:11 — Compare Translations
5 translations compared side by side
Odia - 1840
"ହେ ସଦାପ୍ରଭୁଙ୍କର ଅନୁସରଣକାରୀ, ତୁମ୍ଭମାନେେ ସଦାପ୍ରଭୁଙ୍କଠାରେ ବିଶ୍ବାସ କର। ସଦାପ୍ରଭୁ ସମାନଙ୍କେର ଶକ୍ତି ଓ ଢ଼ାଲ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ସଦାପ୍ରଭୁଙ୍କ ଭୟକାରୀଗଣ, ତୁମ୍ଭେମାନେ ସଦାପ୍ରଭୁଙ୍କଠାରେ ନିର୍ଭର କର; ସେ ସେମାନଙ୍କର ସହାୟ ଓ ସେମାନଙ୍କର ଢାଲ ।
Odia Bible ERV 2004 (ପବିତ୍ର ବାଇବଲ)
ହେ ସଦାପ୍ରଭୁଙ୍କର ଅନୁସରଣକାରୀ, ତୁମ୍ଭେମାନେ ସଦାପ୍ରଭୁଙ୍କଠାରେ ବିଶ୍ୱାସ କର। ସଦାପ୍ରଭୁ ସେମାନଙ୍କର ଶକ୍ତି ଓ ଢାଲ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ସଦାପ୍ରଭୁଙ୍କ ଭୟକାରୀଗଣ, ତୁମ୍ଭେମାନେ ସଦାପ୍ରଭୁଙ୍କଠାରେ ନିର୍ଭର କର; ସେ ସେମାନଙ୍କର ସହାୟ ଓ ସେମାନଙ୍କର ଢାଲ।
Odia IRV 2017 (ଓଡିଆ ବାଇବେଲ)
ହେ ସଦାପ୍ରଭୁଙ୍କ ଭୟକାରୀଗଣ, ତୁମ୍ଭେମାନେ ସଦାପ୍ରଭୁଙ୍କଠାରେ ନିର୍ଭର କର; ସେ ସେମାନଙ୍କର ସହାୟ ଓ ସେମାନଙ୍କର ଢାଲ।