Psalms 115:12 — Compare Translations

5 translations compared side by side

Odia - 1840
"ସଦାପ୍ରଭୁ ଆମ୍ଭମାନଙ୍କୁ ସ୍ମରଣରେ ରଖନ୍ତି। ସଦାପ୍ରଭୁ ଆମ୍ଭକୁ ଆଶୀର୍ବାଦ କରିବେ। ସଦାପ୍ରଭୁ ଇଶ୍ରାୟେଲକୁ ଆଶୀର୍ବାଦ କରିବେ। ସଦାପ୍ରଭୁ ହାରୋଣଙ୍କ ପରିବାରକୁ ମଧ୍ଯ ଆଶୀର୍ବାଦ କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁ ଆମ୍ଭମାନଙ୍କ ବିଷୟରେ ମନୋଯୋଗୀ ହୋଇଅଛନ୍ତି; ସେ ଆମ୍ଭମାନଙ୍କୁ ଆଶୀର୍ବାଦ କରିବେ; ସେ ଇସ୍ରାଏଲ-ବଂଶକୁ ଆଶୀର୍ବାଦ କରିବେ; ସେ ହାରୋଣ-ବଂଶକୁ ଆଶୀର୍ବାଦ କରିବେ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ଆମ୍ଭମାନଙ୍କୁ ସ୍ମରଣରେ ରଖନ୍ତି। ସଦାପ୍ରଭୁ ଆମ୍ଭକୁ ଆଶୀର୍ବାଦ କରିବେ। ସଦାପ୍ରଭୁ ଇସ୍ରାଏଲକୁ ଆଶୀର୍ବାଦ କରିବେ। ସଦାପ୍ରଭୁ ହାରୋଣଙ୍କ ପରିବାରକୁ ମଧ୍ୟ ଆଶୀର୍ବାଦ କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୁ ଆମ୍ଭମାନଙ୍କ ବିଷୟରେ ମନୋଯୋଗୀ ହୋଇଅଛନ୍ତି; ସେ ଆମ୍ଭମାନଙ୍କୁ ଆଶୀର୍ବାଦ କରିବେ; ସେ ଇସ୍ରାଏଲ ବଂଶକୁ ଆଶୀର୍ବାଦ କରିବେ; ସେ ହାରୋଣ-ବଂଶକୁ ଆଶୀର୍ବାଦ କରିବେ।
Odia IRV 2017 (ଓଡିଆ ବାଇବେଲ)
ସଦାପ୍ରଭୁ ଆମ୍ଭମାନଙ୍କ ବିଷୟରେ ମନୋଯୋଗୀ ହୋଇଅଛନ୍ତି; ସେ ଆମ୍ଭମାନଙ୍କୁ ଆଶୀର୍ବାଦ କରିବେ; ସେ ଇସ୍ରାଏଲ-ବଂଶକୁ ଆଶୀର୍ବାଦ କରିବେ; ସେ ହାରୋଣ-ବଂଶକୁ ଆଶୀର୍ବାଦ କରିବେ।