Psalms 115:13 — Compare Translations
5 translations compared side by side
Odia - 1840
"ସଦାପ୍ରଭୁ ତାଙ୍କ ସାନ ଓ ବଡ଼ ସମସ୍ତ ଅନୁସରଣକାରୀମାନଙ୍କୁ ଆଶୀର୍ବାଦ କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ସଦାପ୍ରଭୁଙ୍କ ଭୟକାରୀ ସାନ ଓ ବଡ଼ ସମସ୍ତଙ୍କୁ ଆଶୀର୍ବାଦ କରିବେ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ତାଙ୍କ ସାନ ଓ ବଡ଼ ସମସ୍ତ ଅନୁସରଣକାରୀମାନଙ୍କୁ ଆଶୀର୍ବାଦ କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ସଦାପ୍ରଭୁଙ୍କ ଭୟକାରୀ ସାନ ଓ ବଡ଼ ସମସ୍ତଙ୍କୁ ଆଶୀର୍ବାଦ କରିବେ।
Odia IRV 2017 (ଓଡିଆ ବାଇବେଲ)
ସେ ସଦାପ୍ରଭୁଙ୍କ ଭୟକାରୀ ସାନ ଓ ବଡ଼ ସମସ୍ତଙ୍କୁ ଆଶୀର୍ବାଦ କରିବେ।