Psalms 115:15 — Compare Translations
5 translations compared side by side
Odia - 1840
"ସ୍ବର୍ଗ ଓ ପୃଥିବୀର ସୃଷ୍ଟିକର୍ତ୍ତା ସଦାପ୍ରଭୁ ତୁମ୍ଭକୁ ଆଶୀର୍ବାଦ କରନ୍ତୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେମାନେ ସ୍ଵର୍ଗ ଓ ପୃଥିବୀର ସୃଷ୍ଟିକର୍ତ୍ତା ସଦାପ୍ରଭୁଙ୍କର ଆଶୀର୍ବାଦପାତ୍ର ଅଟ ।
Odia Bible ERV 2004 (ପବିତ୍ର ବାଇବଲ)
ସ୍ୱର୍ଗ ଓ ପୃଥିବୀର ସୃଷ୍ଟିକର୍ତ୍ତା ସଦାପ୍ରଭୁ ତୁମ୍ଭକୁ ଆଶୀର୍ବାଦ କରନ୍ତୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେମାନେ ସ୍ୱର୍ଗ ଓ ପୃଥିବୀର ସୃଷ୍ଟିକର୍ତ୍ତା ସଦାପ୍ରଭୁଙ୍କର ଆଶୀର୍ବାଦ-ପାତ୍ର ଅଟ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେମାନେ ସ୍ୱର୍ଗ ଓ ପୃଥିବୀର ସୃଷ୍ଟିକର୍ତ୍ତା ସଦାପ୍ରଭୁଙ୍କର ଆଶୀର୍ବାଦପାତ୍ର ଅଟ।