Psalms 115:16 — Compare Translations

5 translations compared side by side

Odia - 1840
"ସ୍ବର୍ଗ ସଦାପ୍ରଭୁଙ୍କର କିନ୍ତୁ ସେ ମନୁଷ୍ଯ ସନ୍ତାନଗଣଙ୍କୁ ପୃଥିବୀ ଦଇେଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସ୍ଵର୍ଗ ସଦାପ୍ରଭୁଙ୍କର ସ୍ଵର୍ଗ; ମାତ୍ର ସେ ମନୁଷ୍ୟ-ସନ୍ତାନଗଣକୁ ପୃଥିବୀ ଦେଇଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ସ୍ୱର୍ଗ ସଦାପ୍ରଭୁଙ୍କର କିନ୍ତୁ ସେ ମନୁଷ୍ୟ ସନ୍ତାନଗଣଙ୍କୁ ପୃଥିବୀ ଦେଇଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସ୍ୱର୍ଗ ସଦାପ୍ରଭୁଙ୍କର ସ୍ୱର୍ଗ; ମାତ୍ର ସେ ମନୁଷ୍ୟ-ସନ୍ତାନଗଣକୁ ପୃଥିବୀ ଦେଇଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ସ୍ୱର୍ଗ ସଦାପ୍ରଭୁଙ୍କର ସ୍ୱର୍ଗ; ମାତ୍ର ସେ ମନୁଷ୍ୟ-ସନ୍ତାନଗଣକୁ ପୃଥିବୀ ଦେଇଅଛନ୍ତି।