Psalms 115:17 — Compare Translations

5 translations compared side by side

Odia - 1840
"ମୃତ ଲୋକମାନେ ସଦାପ୍ରଭୁଙ୍କର ପ୍ରଶଂସା କରନ୍ତି ନାହିଁ। ଯେଉଁମାନେ କବରରେ ଅଛନ୍ତି ସମାନେେ ନୀରବ ଅଟନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୃତମାନେ, କିଅବା ଯେଉଁମାନେ ନୀରବ ସ୍ଥାନରେ ଅବରୋହଣ କରନ୍ତି, ସେମାନେ ସଦାପ୍ରଭୁଙ୍କର ପ୍ରଶଂସା କରନ୍ତି ନାହିଁ;
Odia Bible ERV 2004 (ପବିତ୍ର ବାଇବଲ)
ମୃତ ଲୋକମାନେ ସଦାପ୍ରଭୁଙ୍କର ପ୍ରଶଂସା କରନ୍ତି ନାହିଁ। ଯେଉଁମାନେ କବରରେ ଅଛନ୍ତି ସେମାନେ ନୀରବ ଅଟନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୃତମାନେ, କିଅବା ଯେଉଁମାନେ ନୀରବ ସ୍ଥାନରେ ଅବରୋହଣ କରନ୍ତି, ସେମାନେ ସଦାପ୍ରଭୁଙ୍କର ପ୍ରଶଂସା କରନ୍ତି ନାହିଁ;
Odia IRV 2017 (ଓଡିଆ ବାଇବେଲ)
ମୃତମାନେ, କିଅବା ଯେଉଁମାନେ ନୀରବ ସ୍ଥାନରେ ଅବରୋହଣ କରନ୍ତି, ସେମାନେ ସଦାପ୍ରଭୁଙ୍କର ପ୍ରଶଂସା କରନ୍ତି ନାହିଁ;