Psalms 115:18 — Compare Translations
5 translations compared side by side
Odia - 1840
"ମାତ୍ର ଆମ୍ଭମାନେେ ଆଜିଠାରୁ ଚିରକାଳ ପର୍ୟ୍ଯନ୍ତ ସଦାପ୍ରଭୁଙ୍କର ଧନ୍ଯବାଦ କରିବା। ତୁମ୍ଭମାନେେ ସଦାପ୍ରଭୁଙ୍କର ପ୍ରଶଂସା କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ଆମ୍ଭେମାନେ ଆଜିଠାରୁ ଅନନ୍ତକାଳ ପର୍ଯ୍ୟନ୍ତ ସଦାପ୍ରଭୁଙ୍କର ଧନ୍ୟବାଦ କରିବା । ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର ।
Odia Bible ERV 2004 (ପବିତ୍ର ବାଇବଲ)
ମାତ୍ର ଆମ୍ଭେମାନେ ଆଜିଠାରୁ ଚିରକାଳ ପର୍ଯ୍ୟନ୍ତ ସଦାପ୍ରଭୁଙ୍କର ଧନ୍ୟବାଦ କରିବା। ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ଆମ୍ଭେମାନେ ଆଜିଠାରୁ ଅନନ୍ତକାଳ ପର୍ଯ୍ୟନ୍ତ ସଦାପ୍ରଭୁଙ୍କର ଧନ୍ୟବାଦ କରିବା। ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ଆମ୍ଭେମାନେ ଆଜିଠାରୁ ଅନନ୍ତକାଳ ପର୍ଯ୍ୟନ୍ତ ସଦାପ୍ରଭୁଙ୍କର ଧନ୍ୟବାଦ କରିବା। ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର।