Psalms 115:2 — Compare Translations
5 translations compared side by side
Odia - 1840
"କାହିଁକି ଅନ୍ୟ ଦେଶୀଯମାନେ କହିବେ ଆମ୍ଭମାନଙ୍କର ପରମେଶ୍ବର କେଉଁଠାରେ?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏବେ ସେମାନଙ୍କର ପରମେଶ୍ଵର କାହାନ୍ତି, ଏହା ଅନ୍ୟ ଦେଶୀୟମାନେ କାହିଁକି କହିବେ?
Odia Bible ERV 2004 (ପବିତ୍ର ବାଇବଲ)
କାହିଁକି ଅନ୍ୟ ଦେଶୀୟମାନେ କହିବେ ଆମ୍ଭମାନଙ୍କର ପରମେଶ୍ୱର କେଉଁଠାରେ?
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ଏବେ ସେମାନଙ୍କର ପରମେଶ୍ୱର କାହାନ୍ତି,” ଏହା ଅନ୍ୟ ଦେଶୀୟମାନେ କାହିଁକି କହିବେ?
Odia IRV 2017 (ଓଡିଆ ବାଇବେଲ)
“ଏବେ ସେମାନଙ୍କର ପରମେଶ୍ୱର କାହାନ୍ତି,” ଏହା ଅନ୍ୟ ଦେଶୀୟମାନେ କାହିଁକି କହିବେ?