Psalms 115:3 — Compare Translations
5 translations compared side by side
Odia - 1840
"ଆମ୍ଭମାନଙ୍କର ପରମେଶ୍ବର ସ୍ବର୍ଗରେ ଅଛନ୍ତି। ଏବଂ ସେ ୟାହା ଚାହାଁନ୍ତି ତାହା କରିପାରନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ଆମ୍ଭମାନଙ୍କ ପରମେଶ୍ଵର ସ୍ଵର୍ଗରେ ଅଛନ୍ତି; ଯାହା ତାହାଙ୍କର ଇଚ୍ଛା, ତାହା ସେ କରିଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ଆମ୍ଭମାନଙ୍କର ପରମେଶ୍ୱର ସ୍ୱର୍ଗରେ ଅଛନ୍ତି। ଏବଂ ସେ ଯାହା ଗ୍ଭହାନ୍ତି ତାହା କରି ପାରନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ଆମ୍ଭମାନଙ୍କ ପରମେଶ୍ୱର ସ୍ୱର୍ଗରେ ଅଛନ୍ତି; ଯାହା ତାହାଙ୍କର ଇଚ୍ଛା, ତାହା ସେ କରିଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ଆମ୍ଭମାନଙ୍କ ପରମେଶ୍ୱର ସ୍ୱର୍ଗରେ ଅଛନ୍ତି; ଯାହା ତାହାଙ୍କର ଇଚ୍ଛା, ତାହା ସେ କରିଅଛନ୍ତି।