Psalms 115:4 — Compare Translations

5 translations compared side by side

Odia - 1840
"ଅନ୍ୟ ଜାତିଗଣର ଦବଗେଣ ସମାନଙ୍କେ ହସ୍ତକୃତ ସୁନା ଓ ରୂପାର ନିର୍ମିତ ପ୍ରତିମା ଅଟନ୍ତି। ଏହି ପ୍ରତିମାଗୁଡ଼ିକ ମନୁଷ୍ଯମାନଙ୍କ ହସ୍ତରେ ତିଆରି ହାଇେଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନଙ୍କର ପ୍ରତିମାସବୁ ରୂପା ଓ ସୁନା, ମନୁଷ୍ୟର ହସ୍ତକୃତ କର୍ମ ଅଟେ ।
Odia Bible ERV 2004 (ପବିତ୍ର ବାଇବଲ)
ଅନ୍ୟ ଜାତିଗଣର “ଦେବଗଣ” ସେମାନଙ୍କ ହସ୍ତକୃତ ସୁନା ଓ ରୂପାର ନିର୍ମିତ ପ୍ରତିମା ଅଟନ୍ତି। ଏହି ପ୍ରତିମାଗୁଡ଼ିକ ମନୁଷ୍ୟମାନଙ୍କ ହସ୍ତରେ ତିଆରି ହୋଇଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନଙ୍କର ପ୍ରତିମାସବୁ ରୂପା ଓ ସୁନା, ମନୁଷ୍ୟର ହସ୍ତକୃତ କର୍ମ ଅଟେ।
Odia IRV 2017 (ଓଡିଆ ବାଇବେଲ)
ସେମାନଙ୍କର ପ୍ରତିମାସବୁ ରୂପା ଓ ସୁନା, ମନୁଷ୍ୟର ହସ୍ତକୃତ କର୍ମ ଅଟେ।