Psalms 115:5 — Compare Translations
5 translations compared side by side
Odia - 1840
"ସହେି ପ୍ରତିମାମାନଙ୍କର ପାଟି ଅଛି କିନ୍ତୁ କଥା କହିପାରନ୍ତି ନାହିଁ। ସମାନଙ୍କେର ଆଖି ଅଛି କିନ୍ତୁ ଦେଖି ପାରନ୍ତି ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନଙ୍କର ମୁଖ ଅଛି, ମାତ୍ର ସେମାନେ କଥା କହନ୍ତି ନାହିଁ; ଚକ୍ଷୁ ସେମାନଙ୍କର ଅଛି, ମାତ୍ର ସେମାନେ ଦେଖନ୍ତି ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ସେହି ପ୍ରତିମାମାନଙ୍କର ପାଟି ଅଛି କିନ୍ତୁ କଥା କହିପାରନ୍ତି ନାହିଁ। ସେମାନଙ୍କର ଆଖି ଅଛି କିନ୍ତୁ ଦେଖି ପାରନ୍ତି ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନଙ୍କର ମୁଖ ଅଛି, ମାତ୍ର ସେମାନେ କଥା କହନ୍ତି ନାହିଁ; ଚକ୍ଷୁ ସେମାନଙ୍କର ଅଛି, ମାତ୍ର ସେମାନେ ଦେଖନ୍ତି ନାହିଁ।
Odia IRV 2017 (ଓଡିଆ ବାଇବେଲ)
ସେମାନଙ୍କର ମୁଖ ଅଛି, ମାତ୍ର ସେମାନେ କଥା କହନ୍ତି ନାହିଁ; ଚକ୍ଷୁ ସେମାନଙ୍କର ଅଛି, ମାତ୍ର ସେମାନେ ଦେଖନ୍ତି ନାହିଁ।