Psalms 115:6 — Compare Translations
5 translations compared side by side
Odia - 1840
"ସମାନଙ୍କେର କାନ ଅଛି କିନ୍ତୁ ଶୁଣିପାରନ୍ତି ନାହିଁ। ସମାନଙ୍କେର ନାକ ଅଛି କିନ୍ତୁ ଆଘ୍ରାଣ କରିପାରନ୍ତି ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନଙ୍କର କର୍ଣ୍ଣ ଅଛି, ମାତ୍ର ସେମାନେ ଶୁଣନ୍ତି ନାହିଁ; ନାସିକା ସେମାନଙ୍କର ଅଛି, ମାତ୍ର ସେମାନେ ଆଘ୍ରାଣ କରନ୍ତି ନାହିଁ;
Odia Bible ERV 2004 (ପବିତ୍ର ବାଇବଲ)
ସେମାନଙ୍କର କାନ ଅଛି କିନ୍ତୁ ଶୁଣି ପାରନ୍ତି ନାହିଁ। ସେମାନଙ୍କର ନାକ ଅଛି କିନ୍ତୁ ଆଘ୍ରାଣ କରି ପାରନ୍ତି ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନଙ୍କର କର୍ଣ୍ଣ ଅଛି, ମାତ୍ର ସେମାନେ ଶୁଣନ୍ତି ନାହିଁ; ନାସିକା ସେମାନଙ୍କର ଅଛି, ମାତ୍ର ସେମାନେ ଆଘ୍ରାଣ କରନ୍ତି ନାହିଁ;
Odia IRV 2017 (ଓଡିଆ ବାଇବେଲ)
ସେମାନଙ୍କର କର୍ଣ୍ଣ ଅଛି, ମାତ୍ର ସେମାନେ ଶୁଣନ୍ତି ନାହିଁ; ନାସିକା ସେମାନଙ୍କର ଅଛି, ମାତ୍ର ସେମାନେ ଆଘ୍ରାଣ କରନ୍ତି ନାହିଁ;