Psalms 115:7 — Compare Translations
5 translations compared side by side
Odia - 1840
"ସମାନଙ୍କେର ହାତ ଅଛି କିନ୍ତୁ ତାହା ସ୍ବର୍ଗ କରିପାରନ୍ତି ନାହିଁ। ସମାନଙ୍କେର ଗୋଡ଼ ଅଛି କିନ୍ତୁ ଚାଲିପାରନ୍ତି ନାହିଁ। ସମାନଙ୍କେ ଗଳାରୁ କୌଣସି ସ୍ବର ବାହାରେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନଙ୍କର ହସ୍ତ ଅଛି, ମାତ୍ର ସେମାନେ ସ୍ପର୍ଶ କରନ୍ତି ନାହିଁ; ଚରଣ ସେମାନଙ୍କର ଅଛି, ମାତ୍ର ସେମାନେ ଗମନ କରନ୍ତି ନାହିଁ; କିଅବା କଣ୍ଠରେ ସେମାନେ କଥା କହନ୍ତି ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନଙ୍କର ହାତ ଅଛି କିନ୍ତୁ ତାହା ସ୍ପର୍ଶ କରି ପାରନ୍ତି ନାହିଁ। ସେମାନଙ୍କର ଗୋଡ଼ ଅଛି କିନ୍ତୁ ଗ୍ଭଲିପାରନ୍ତି ନାହିଁ। ସେମାନଙ୍କ ଗଳାରୁ କୌଣସି ସ୍ୱର ବାହାରେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନଙ୍କର ହସ୍ତ ଅଛି, ମାତ୍ର ସେମାନେ ସ୍ପର୍ଶ କରନ୍ତି ନାହିଁ; ଚରଣ ସେମାନଙ୍କର ଅଛି, ମାତ୍ର ସେମାନେ ଗମନ କରନ୍ତି ନାହିଁ; କିଅବା କଣ୍ଠରେ ସେମାନେ କଥା କହନ୍ତି ନାହିଁ।
Odia IRV 2017 (ଓଡିଆ ବାଇବେଲ)
ସେମାନଙ୍କର ହସ୍ତ ଅଛି, ମାତ୍ର ସେମାନେ ସ୍ପର୍ଶ କରନ୍ତି ନାହିଁ; ଚରଣ ସେମାନଙ୍କର ଅଛି, ମାତ୍ର ସେମାନେ ଗମନ କରନ୍ତି ନାହିଁ; କିଅବା କଣ୍ଠରେ ସେମାନେ କଥା କହନ୍ତି ନାହିଁ।