Psalms 115:8 — Compare Translations
5 translations compared side by side
Odia - 1840
"ସମାନଙ୍କେର ନିର୍ମାଣକାରୀମାନେ ଓ ସମାନଙ୍କେଠାରେ ବିଶ୍ବାସକାରୀମାନେ ସହେିପରି ହବେେ!"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନଙ୍କର ନିର୍ମାଣକାରୀମାନେ ଓ ସେମାନଙ୍କ ଠାରେ ନିର୍ଭରକାରୀମାନେ ସେମାନଙ୍କ ତୁଲ୍ୟ ହେବେ ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନଙ୍କର ନିର୍ମାଣକାରୀମାନେ ଓ ସେମାନଙ୍କଠାରେ ବିଶ୍ୱାସକାରୀମାନେ ସେହିପରି ହେବେ!
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନଙ୍କର ନିର୍ମାଣକାରୀମାନେ ଓ ସେମାନଙ୍କଠାରେ ନିର୍ଭରକାରୀମାନେ ସେମାନଙ୍କ ତୁଲ୍ୟ ହେବେ।
Odia IRV 2017 (ଓଡିଆ ବାଇବେଲ)
ସେମାନଙ୍କର ନିର୍ମାଣକାରୀମାନେ ଓ ସେମାନଙ୍କଠାରେ ନିର୍ଭରକାରୀମାନେ ସେମାନଙ୍କ ତୁଲ୍ୟ ହେବେ।