Psalms 115:9 — Compare Translations
5 translations compared side by side
Odia - 1840
"ହେ ଇଶ୍ରାୟେଲର ଲୋକମାନେ, ସଦାପ୍ରଭୁଙ୍କଠାରେ ବିଶ୍ବାସ କର। ସଦାପ୍ରଭୁ ହେଉଛନ୍ତି ସମାନଙ୍କେର ଶକ୍ତି ଓ ଢ଼ାଲ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ଇସ୍ରାଏଲ, ତୁମ୍ଭେ ସଦାପ୍ରଭୁଙ୍କଠାରେ ନିର୍ଭର କର; ସେ ସେମାନଙ୍କର ସହାୟ ଓ ସେମାନଙ୍କର ଢାଲ ।
Odia Bible ERV 2004 (ପବିତ୍ର ବାଇବଲ)
ହେ ଇସ୍ରାଏଲର ଲୋକମାନେ, ସଦାପ୍ରଭୁଙ୍କଠାରେ ବିଶ୍ୱାସ କର। ସଦାପ୍ରଭୁ ହେଉଛନ୍ତି ସେମାନଙ୍କର ଶକ୍ତି ଓ ଢାଲ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ଇସ୍ରାଏଲ, ତୁମ୍ଭେ ସଦାପ୍ରଭୁଙ୍କଠାରେ ନିର୍ଭର କର; ସେ ସେମାନଙ୍କର ସହାୟ ଓ ସେମାନଙ୍କର ଢାଲ।
Odia IRV 2017 (ଓଡିଆ ବାଇବେଲ)
ହେ ଇସ୍ରାଏଲ, ତୁମ୍ଭେ ସଦାପ୍ରଭୁଙ୍କଠାରେ ନିର୍ଭର କର; ସେ ସେମାନଙ୍କର ସହାୟ ଓ ସେମାନଙ୍କର ଢାଲ।