Psalms 116:1 — Compare Translations
5 translations compared side by side
Odia - 1840
"ମୁଁ ତାଙ୍କୁ ପ୍ରମେ କରେ, କାରଣ ସଦାପ୍ରଭୁ ମାରେ ପ୍ରାର୍ଥନା ଶୁଣିଅଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୁଁ ସଦାପ୍ରଭୁଙ୍କୁ ପ୍ରେମ କରେ, କାରଣ ସେ ମୋʼ ରବ ଓ ବିନତି ଶୁଣିଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ତାଙ୍କୁ ପ୍ରେମ କରେ, କାରଣ ସଦାପ୍ରଭୁ ମୋର ପ୍ରାର୍ଥନା ଶୁଣିଅଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୁଁ ସଦାପ୍ରଭୁଙ୍କୁ ପ୍ରେମ କରେ, କାରଣ ସେ ମୋʼ ରବ ଓ ବିନତି ଶୁଣିଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ମୁଁ ସଦାପ୍ରଭୁଙ୍କୁ ପ୍ରେମ କରେ, କାରଣ ସେ ମୋ’ ରବ ଓ ବିନତି ଶୁଣିଅଛନ୍ତି।