Psalms 116:10 — Compare Translations

5 translations compared side by side

Odia - 1840
"ଏପରିକି ମୁଁ ୟବେେ କହିଲି, ମୁଁ ବହୁତ କଷ୍ଟ ପାଛଅଛି ତଥାପି ମୁଁ ବିଶ୍ବାସ କଲି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୁଁ ବିଶ୍ଵାସ କରୁଅଛି, ଏଣୁ ମୁଁ କହିବି; ମୁଁ ନିତା; ଦୁଃଖଗ୍ରସ୍ତ ଥିଲି;
Odia Bible ERV 2004 (ପବିତ୍ର ବାଇବଲ)
ଏପରିକି ମୁଁ ଯେବେ କହିଲି, “ମୁଁ ବହୁତ କଷ୍ଟ ପାଛଅଛି” ତଥାପି ମୁଁ ବିଶ୍ୱାସ କଲି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୁଁ ସଦାପ୍ରଭୁଙ୍କଠାରେ ବିଶ୍ୱାସ କରୁଅଛି, ଏଣୁ ମୁଁ କହିବି; “ମୁଁ ନିତାନ୍ତ ଦୁଃଖଗ୍ରସ୍ତ ଥିଲି,”
Odia IRV 2017 (ଓଡିଆ ବାଇବେଲ)
ମୁଁ ସଦାପ୍ରଭୁଙ୍କଠାରେ ବିଶ୍ୱାସ କରୁଅଛି, ଏଣୁ ମୁଁ କହିବି; “ମୁଁ ନିତାନ୍ତ ଦୁଃଖଗ୍ରସ୍ତ ଥିଲି,”