Psalms 116:13 — Compare Translations
5 translations compared side by side
Odia - 1840
"ସେ ମାେତେ ରକ୍ଷା କଲେ। ତଣେୁ ମୁଁ ତାଙ୍କୁ ପଯେ ନବୈେଦ୍ଯ ଉତ୍ସର୍ଗ କରିବି। ଏବଂ ମୁଁ ସଦାପ୍ରଭୁଙ୍କ ନାମ ପ୍ରାର୍ଥନା କରିବି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୁଁ ପରିତ୍ରାଣର ପାତ୍ର ଗ୍ରହଣ କରିବି ଓ ସଦାପ୍ରଭୁଙ୍କ ନାମରେ ପ୍ରାର୍ଥନା କରିବି ।
Odia Bible ERV 2004 (ପବିତ୍ର ବାଇବଲ)
ସେ ମୋତେ ରକ୍ଷା କଲେ। ତେଣୁ ମୁଁ ତାଙ୍କୁ ପେୟନୈବେଦ୍ୟ ଉତ୍ସର୍ଗ କରିବି। ଏବଂ ମୁଁ ସଦାପ୍ରଭୁଙ୍କ ନାମ ପ୍ରାର୍ଥନା କରିବି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୁଁ ପରିତ୍ରାଣର ପାତ୍ର ଗ୍ରହଣ କରିବି ଓ ସଦାପ୍ରଭୁଙ୍କ ନାମରେ ପ୍ରାର୍ଥନା କରିବି।
Odia IRV 2017 (ଓଡିଆ ବାଇବେଲ)
ମୁଁ ପରିତ୍ରାଣର ପାତ୍ର ଗ୍ରହଣ କରିବି ଓ ସଦାପ୍ରଭୁଙ୍କ ନାମରେ ପ୍ରାର୍ଥନା କରିବି।