Psalms 116:14 — Compare Translations
5 translations compared side by side
Odia - 1840
"ମୁଁ ସଦାପ୍ରଭୁଙ୍କଠାରେ କରିଥିବା ପ୍ରତିଜ୍ଞାକୁ ତାଙ୍କର ସବୁ ଲୋକଙ୍କ ଆଗରେ ପୂର୍ଣ୍ଣ କରିବି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୁଁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଓ ତାହାଙ୍କ ଲୋକମାନଙ୍କ ସାକ୍ଷାତରେ ଆପଣା ମାନତ ପୂର୍ଣ୍ଣ କରିବି ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ସଦାପ୍ରଭୁଙ୍କଠାରେ କରିଥିବା ପ୍ରତିଜ୍ଞାକୁ ତାଙ୍କର ସବୁ ଲୋକଙ୍କ ଆଗରେ ପୂର୍ଣ୍ଣ କରିବି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୁଁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଓ ତାହାଙ୍କ ଲୋକମାନଙ୍କ ସାକ୍ଷାତରେ ଆପଣା ମାନତ ପୂର୍ଣ୍ଣ କରିବି।
Odia IRV 2017 (ଓଡିଆ ବାଇବେଲ)
ମୁଁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଓ ତାହାଙ୍କ ଲୋକମାନଙ୍କ ସାକ୍ଷାତରେ ଆପଣା ମାନତ ପୂର୍ଣ୍ଣ କରିବି।