Psalms 116:16 — Compare Translations

5 translations compared side by side

Odia - 1840
"ମୁଁ ତୁମ୍ଭର ଦାସ। ମୁଁ ତୁମ୍ଭର ଜଣେ ଦାସୀର ସନ୍ତାନ ଅଟେ। ହେ ସଦାପ୍ରଭୁ, ତୁମ୍ଭେ ମାେତେ ମୃତ୍ଯୁର ଶିଙ୍କୁଳିରୁ ମୁକ୍ତ କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ସଦାପ୍ରଭୋ, ମୁଁ ନିତା; ତୁମ୍ଭର ଦାସ; ମୁଁ ତୁମ୍ଭର ଦାସ, ତୁମ୍ଭ ଦାସୀର ପୁତ୍ର; ତୁମ୍ଭେ ମୋହର ବନ୍ଧନସବୁ ମୁକୁଳାଇଅଛ ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ତୁମ୍ଭର ଦାସ। ମୁଁ ତୁମ୍ଭର ଜଣେ ଦାସୀର ସନ୍ତାନ ଅଟେ। ହେ ସଦାପ୍ରଭୁ, ତୁମ୍ଭେ ମୋତେ ମୃତ୍ୟୁର ଶିଙ୍କୁଳିରୁ ମୁକ୍ତ କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ସଦାପ୍ରଭୋ, ମୁଁ ନିତାନ୍ତ ତୁମ୍ଭର ଦାସ; ମୁଁ ତୁମ୍ଭର ଦାସ, ତୁମ୍ଭ ଦାସୀର ପୁତ୍ର; ତୁମ୍ଭେ ମୋହର ବନ୍ଧନସବୁ ମୁକୁଳାଇଅଛ।
Odia IRV 2017 (ଓଡିଆ ବାଇବେଲ)
ହେ ସଦାପ୍ରଭୁ, ମୁଁ ନିତାନ୍ତ ତୁମ୍ଭର ଦାସ; ମୁଁ ତୁମ୍ଭର ଦାସ, ତୁମ୍ଭ ଦାସୀର ପୁତ୍ର; ତୁମ୍ଭେ ମୋହର ବନ୍ଧନସବୁ ମୁକୁଳାଇଅଛ।