Psalms 116:17 — Compare Translations
5 translations compared side by side
Odia - 1840
"ମୁଁ ତୁମ୍ଭକୁ ଏକ ଧନ୍ଯବାଦାର୍ଥକ ବଳି ଦବେି। ମୁଁ ସଦାପ୍ରଭୁଙ୍କର ନାମକୁ ଡ଼ାକିବି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୁଁ ତୁମ୍ଭ ନିକଟରେ ଧନ୍ୟବାଦାର୍ଥକ ବଳି ଉତ୍ସର୍ଗ କରିବି, ମୁଁ ସଦାପ୍ରଭୁଙ୍କ ନାମରେ ପ୍ରାର୍ଥନା କରିବି ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ତୁମ୍ଭକୁ ଏକ ଧନ୍ୟବାଦାର୍ଥକ ବଳି ଦେବି। ମୁଁ ସଦାପ୍ରଭୁଙ୍କର ନାମକୁ ଡାକିବି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୁଁ ତୁମ୍ଭ ନିକଟରେ ଧନ୍ୟବାଦାର୍ଥକ ବଳି ଉତ୍ସର୍ଗ କରିବି, ମୁଁ ସଦାପ୍ରଭୁଙ୍କ ନାମରେ ପ୍ରାର୍ଥନା କରିବି।
Odia IRV 2017 (ଓଡିଆ ବାଇବେଲ)
ମୁଁ ତୁମ୍ଭ ନିକଟରେ ଧନ୍ୟବାଦାର୍ଥକ ବଳି ଉତ୍ସର୍ଗ କରିବି, ମୁଁ ସଦାପ୍ରଭୁଙ୍କ ନାମରେ ପ୍ରାର୍ଥନା କରିବି।