Psalms 116:18 — Compare Translations

5 translations compared side by side

Odia - 1840
"ମୁଁ ସଦାପ୍ରଭୁଙ୍କଠାରେ କରିଥିବା ପ୍ରତିଜ୍ଞାକୁ ତାଙ୍କ ଲୋକମାନଙ୍କ ଆଗରେ ପୂର୍ଣ୍ଣ କରିବି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୁଁ ତାହାଙ୍କ ଲୋକମାନଙ୍କ ସାକ୍ଷାତରେ, ସଦାପ୍ରଭୁଙ୍କ ଗୃହର ପ୍ରାଙ୍ଗଣରେ,
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ସଦାପ୍ରଭୁଙ୍କଠାରେ କରିଥିବା ପ୍ରତିଜ୍ଞାକୁ ତାଙ୍କ ଲୋକମାନଙ୍କ ଆଗରେ ପୂର୍ଣ୍ଣ କରିବି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୁଁ ତାହାଙ୍କ ଲୋକମାନଙ୍କ ସାକ୍ଷାତରେ, ସଦାପ୍ରଭୁଙ୍କ ଗୃହର ପ୍ରାଙ୍ଗଣରେ,
Odia IRV 2017 (ଓଡିଆ ବାଇବେଲ)
ମୁଁ ତାହାଙ୍କ ଲୋକମାନଙ୍କ ସାକ୍ଷାତରେ, ସଦାପ୍ରଭୁଙ୍କ ଗୃହର ପ୍ରାଙ୍ଗଣରେ,