Psalms 116:19 — Compare Translations

5 translations compared side by side

Odia - 1840
"ମୁଁ ତାଙ୍କର ୟିରୁଶାଲମରେ ଥିବା ମନ୍ଦିରକୁ ୟିବି। ସଦାପ୍ରଭୁଙ୍କର ପ୍ରଶଂସା କର!"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ଯିରୂଶାଲମ, ତୁମ୍ଭ ମଧ୍ୟରେ, ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଆପଣା ମାନତ ପୂର୍ଣ୍ଣ କରିବି । ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ତାଙ୍କର ଯିରୁଶାଲମରେ ଥିବା ମନ୍ଦିରକୁ ଯିବି। ସଦାପ୍ରଭୁଙ୍କର ପ୍ରଶଂସା କର!
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ଯିରୂଶାଲମ, ତୁମ୍ଭ ମଧ୍ୟରେ, ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଆପଣା ମାନତ ପୂର୍ଣ୍ଣ କରିବି। ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର।
Odia IRV 2017 (ଓଡିଆ ବାଇବେଲ)
ହେ ଯିରୂଶାଲମ, ତୁମ୍ଭ ମଧ୍ୟରେ, ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଆପଣା ମାନତ ପୂର୍ଣ୍ଣ କରିବି। ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର।