Psalms 116:2 — Compare Translations

5 translations compared side by side

Odia - 1840
"ମୁଁ ତାଙ୍କୁ ଭଲ ପାଏ ଯେତବେେଳେ ସେ ମାେ ପ୍ରାର୍ଥନା ଶୁଣିଲେ ଏବଂ ମୁଁ ମୃତ୍ଯୁବରଣ କଲା ପୂର୍ବରୁ ଉତ୍ତର ଦେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ମୋʼ ପ୍ରତି କର୍ଣ୍ଣପାତ କରିଅଛନ୍ତି, ଏଥିପାଇଁ ମୁଁ ବଞ୍ଚିଥିବାଯାଏ ତାହାଙ୍କ ନିକଟରେ ପ୍ରାର୍ଥନା କରିବି ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ତାଙ୍କୁ ଭଲ ପାଏ ଯେତେବେଳେ ସେ ମୋ’ ପ୍ରାର୍ଥନା ଶୁଣିଲେ ଏବଂ ମୁଁ ମୃତ୍ୟୁବରଣ କଲା ପୂର୍ବରୁ ଉତ୍ତର ଦେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ମୋʼ ପ୍ରତି କର୍ଣ୍ଣପାତ କରିଅଛନ୍ତି, ଏଥିପାଇଁ ମୁଁ ବଞ୍ଚିଥିବା ଯାଏ, ତାହାଙ୍କ ନିକଟରେ ପ୍ରାର୍ଥନା କରିବି।
Odia IRV 2017 (ଓଡିଆ ବାଇବେଲ)
ସେ ମୋ’ ପ୍ରତି କର୍ଣ୍ଣପାତ କରିଅଛନ୍ତି, ଏଥିପାଇଁ ମୁଁ ବଞ୍ଚିଥିବାଯାଏ, ତାହାଙ୍କ ନିକଟରେ ପ୍ରାର୍ଥନା କରିବି।

Recommended Reading