Psalms 116:3 — Compare Translations

5 translations compared side by side

Odia - 1840
"ମୃତ୍ଯୁର ରଜ୍ଜୁ ଚତୁଃପାଶର୍‌ବରେ ପ୍ରାଯ ମାେତେ ବାନ୍ଧି ଦଲୋ। କବର ତା'ର ଫାନ୍ଦ ସହିତ ମାରେ ପାଖାପାଖି ହାଇେଥିଲା। ମୁଁ ସଙ୍କଟ ଓ ଦୁଃଖରେ ଥିଲି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୃତ୍ୟୁର ରଜ୍ଜୁ ମୋତେ ଘେରିଲା, ପାତାଳର ଯନ୍ତ୍ରଣା ମୋତେ ଧରିଲା; ମୁଁ ସଙ୍କଟ ଓ ଦୁଃଖରେ ପଡ଼ିଲି ।
Odia Bible ERV 2004 (ପବିତ୍ର ବାଇବଲ)
ମୃତ୍ୟୁର ରଜ୍ଜୁ ଚତୁର୍ପାର୍ଶ୍ୱରେ ପ୍ରାୟ ମୋତେ ବାନ୍ଧି ଦେଲା। କବର ତା’ର ଫାନ୍ଦ ସହିତ ମୋର ପାଖାପାଖି ହୋଇଥିଲା। ମୁଁ ସଙ୍କଟ ଓ ଦୁଃଖରେ ଥିଲି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୃତ୍ୟୁର ରଜ୍ଜୁ ମୋତେ ଘେରିଲା, ପାତାଳର ଯନ୍ତ୍ରଣା ମୋତେ ଧରିଲା; ମୁଁ ସଙ୍କଟ ଓ ଦୁଃଖରେ ପଡ଼ିଲି।
Odia IRV 2017 (ଓଡିଆ ବାଇବେଲ)
ମୃତ୍ୟୁୁର ରଜ୍ଜୁ ମୋତେ ଘେରିଲା, ପାତାଳର ଯନ୍ତ୍ରଣା ମୋତେ ଧରିଲା; ମୁଁ ସଙ୍କଟ ଓ ଦୁଃଖରେ ପଡ଼ିଲି।