Psalms 116:4 — Compare Translations

5 translations compared side by side

Odia - 1840
"ଏହାପରେ ମୁଁ ସଦାପ୍ରଭୁଙ୍କ ନାମରେ ପ୍ରାର୍ଥନା କଲି, ମୁଁ କହିଲି, ହେ ସଦାପ୍ରଭୁ ମାେତେ ରକ୍ଷା କର!"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେତେବେଳେ ମୁଁ ସଦାପ୍ରଭୁଙ୍କ ନାମରେ ପ୍ରାର୍ଥନା କଲି; ହେ ସଦାପ୍ରଭୁ, ମୁଁ ବିନୟ କରୁଅଛି, ମୋʼ ପ୍ରାଣକୁ ଉଦ୍ଧାର କର ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ମୁଁ ସଦାପ୍ରଭୁଙ୍କ ନାମରେ ପ୍ରାର୍ଥନା କଲି, ମୁଁ କହିଲି, “ହେ ସଦାପ୍ରଭୁ ମୋତେ ରକ୍ଷା କର!”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେତେବେଳେ ମୁଁ ସଦାପ୍ରଭୁଙ୍କ ନାମରେ ପ୍ରାର୍ଥନା କଲି; “ହେ ସଦାପ୍ରଭୁ, ମୁଁ ବିନୟ କରୁଅଛି, ମୋʼ ପ୍ରାଣକୁ ଉଦ୍ଧାର କର।”
Odia IRV 2017 (ଓଡିଆ ବାଇବେଲ)
ସେତେବେଳେ ମୁଁ ସଦାପ୍ରଭୁଙ୍କ ନାମରେ ପ୍ରାର୍ଥନା କଲି; “ହେ ସଦାପ୍ରଭୁ, ମୁଁ ବିନୟ କରୁଅଛି, ମୋ’ ପ୍ରାଣକୁ ଉଦ୍ଧାର କର।”