Psalms 116:5 — Compare Translations

5 translations compared side by side

Odia - 1840
"ସଦାପ୍ରଭୁ ହେଉଛନ୍ତି ଧର୍ମମଯ ଓ ଦୟାଳୁ ଏବଂ ୟାହା ୟଥାର୍ଥ ସେ କରନ୍ତି। ଆମ୍ଭମାନଙ୍କର ପରମେଶ୍ବର ଦୟାଳୁ ଅଟନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁ କୃପାବାନ ଓ ଧର୍ମମୟ; ହଁ, ଆମ୍ଭମାନଙ୍କ ପରମେଶ୍ଵର ସ୍ନେହଶୀଳ ଅଟନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ହେଉଛନ୍ତି ଧର୍ମମୟ ଓ ଦୟାଳୁ ଏବଂ ଯାହା ଯଥାର୍ଥ ସେ କରନ୍ତି। ଆମ୍ଭମାନଙ୍କର ପରମେଶ୍ୱର ଦୟାଳୁ ଅଟନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୁ କୃପାବାନ ଓ ଧର୍ମମୟ; ହଁ, ଆମ୍ଭମାନଙ୍କ ପରମେଶ୍ୱର ସ୍ନେହଶୀଳ ଅଟନ୍ତି।
Odia IRV 2017 (ଓଡିଆ ବାଇବେଲ)
ସଦାପ୍ରଭୁ କୃପାବାନ ଓ ଧର୍ମମୟ; ହଁ, ଆମ୍ଭମାନଙ୍କ ପରମେଶ୍ୱର ସ୍ନେହଶୀଳ ଅଟନ୍ତି।