Psalms 116:7 — Compare Translations
5 translations compared side by side
Odia - 1840
"ହେ ମାରେ ପ୍ରାଣ ବିଶ୍ରାମ କର। ସଦାପ୍ରଭୁ ତୁମ୍ଭପ୍ରତି ମଙ୍ଗଳମଯ ଅଟନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ମୋହର ପ୍ରାଣ, ଆପଣା ବିଶ୍ରାମ-ସ୍ଥାନକୁ ନେଉଟି ଯାଅ; କାରଣ ସଦାପ୍ରଭୁ ତୁମ୍ଭର ପ୍ରଚୁର ମଙ୍ଗଳ କରିଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ହେ ମୋର ପ୍ରାଣ ବିଶ୍ରାମ କର। ସଦାପ୍ରଭୁ ତୁମ୍ଭ ପ୍ରତି ମଙ୍ଗଳମୟ ଅଟନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ମୋହର ପ୍ରାଣ, ଆପଣା ବିଶ୍ରାମ-ସ୍ଥାନକୁ ନେଉଟି ଯାଅ; କାରଣ ସଦାପ୍ରଭୁ ତୁମ୍ଭର ପ୍ରଚୁର ମଙ୍ଗଳ କରିଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ହେ ମୋହର ପ୍ରାଣ, ଆପଣା ବିଶ୍ରାମ-ସ୍ଥାନକୁ ନେଉଟି ଯାଅ; କାରଣ ସଦାପ୍ରଭୁ ତୁମ୍ଭର ପ୍ରଚୁର ମଙ୍ଗଳ କରିଅଛନ୍ତି।