Psalms 116:8 — Compare Translations

5 translations compared side by side

Odia - 1840
"ସଦାପ୍ରଭୁ, ତୁମ୍ଭେ ମୃତ୍ଯୁରୁ ମାରେ ପ୍ରାଣକୁ ରକ୍ଷା କଲ। ମାରେ ଲୋତକ ବନ୍ଦ କଲ। ତୁମ୍ଭେ ଝୁଣ୍ଟି ପଡ଼ିୟିବାରୁ ମାେତେ ରକ୍ଷା କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ମୃତ୍ୟୁରୁ ମୋହର ପ୍ରାଣ ଓ ଲୋତକରୁ ମୋହର ଚକ୍ଷୁ ଓ ଝୁଣ୍ଟିପଡ଼ିବାରୁ ମୋହର ଚରଣ ଉଦ୍ଧାର କରିଅଛ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ, ତୁମ୍ଭେ ମୃତ୍ୟୁରୁ ମୋର ପ୍ରାଣକୁ ରକ୍ଷା କଲ। ମୋର ଲୋତକ ବନ୍ଦ କଲ। ତୁମ୍ଭେ ଝୁଣ୍ଟି ପଡ଼ିଯିବାରୁ ମୋତେ ରକ୍ଷା କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ମୃତ୍ୟୁୁରୁ ମୋହର ପ୍ରାଣ ଓ ଲୋତକରୁ ମୋହର ଚକ୍ଷୁ ଓ ଝୁଣ୍ଟିପଡ଼ିବାରୁ ମୋହର ଚରଣ ଉଦ୍ଧାର କରିଅଛ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ ମୃତ୍ୟୁୁରୁ ମୋହର ପ୍ରାଣ ଓ ଲୋତକରୁ ମୋହର ଚକ୍ଷୁ ଓ ଝୁଣ୍ଟିପଡ଼ିବାରୁ ମୋହର ଚରଣ ଉଦ୍ଧାର କରିଅଛ।