Psalms 116:9 — Compare Translations

5 translations compared side by side

Odia - 1840
"ଜୀବିତମାନଙ୍କ ଦେଶରେ ମୁଁ ସଦାପ୍ରଭୁଙ୍କ ସବୋ କରିବି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୁଁ ସଦାପ୍ରଭୁଙ୍କ ସାକ୍ଷାତରେ ଜୀବିତମାନଙ୍କ ଦେଶରେ ଗମନାଗମନ କରିବି ।
Odia Bible ERV 2004 (ପବିତ୍ର ବାଇବଲ)
ଜୀବିତମାନଙ୍କ ଦେଶରେ ମୁଁ ସଦାପ୍ରଭୁଙ୍କ ସେବା କରିବି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୁଁ ସଦାପ୍ରଭୁଙ୍କ ସାକ୍ଷାତରେ ଜୀବିତମାନଙ୍କ ଦେଶରେ ଗମନାଗମନ କରିବି।
Odia IRV 2017 (ଓଡିଆ ବାଇବେଲ)
ମୁଁ ସଦାପ୍ରଭୁଙ୍କ ସାକ୍ଷାତରେ ଜୀବିତମାନଙ୍କ ଦେଶରେ ଗମନାଗମନ କରିବି।