Psalms 117:1 — Compare Translations

5 translations compared side by side

Odia - 1840
"ହେ ସମସ୍ତ ଜାତିଗଣ, ସଦାପ୍ରଭୁଙ୍କର ପ୍ରଶଂସା କର। ହେ ସମସ୍ତ ଲୋକ, ସଦାପ୍ରଭୁଙ୍କର ପ୍ରଶଂସା କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ସର୍ବଦେଶୀୟମାନେ, ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର; ହେ ସମସ୍ତ ଲୋକ, ତାହାଙ୍କର ସ୍ତୁତି କର ।
Odia Bible ERV 2004 (ପବିତ୍ର ବାଇବଲ)
ହେ ସମସ୍ତ ଜାତିଗଣ, ସଦାପ୍ରଭୁଙ୍କର ପ୍ରଶଂସା କର। ହେ ସମସ୍ତ ଲୋକ, ସଦାପ୍ରଭୁଙ୍କର ପ୍ରଶଂସା କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ସର୍ବଦେଶୀୟମାନେ, ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର; ହେ ସମସ୍ତ ଲୋକ, ତାହାଙ୍କର ସ୍ତୁତି କର।
Odia IRV 2017 (ଓଡିଆ ବାଇବେଲ)
ହେ ସର୍ବଦେଶୀୟମାନେ, ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର; ହେ ସମସ୍ତ ଲୋକ, ତାହାଙ୍କର ସ୍ତୁତି କର।