Psalms 117:2 — Compare Translations
5 translations compared side by side
Odia - 1840
"କାରଣ ପରମେଶ୍ବର ଆମ୍ଭମାନଙ୍କୁ ବହୁତ ପ୍ରମେ କରନ୍ତି!ସେ ଚିରକାଳ ଆମ୍ଭମାନଙ୍କ ପାଇଁ ସତ୍ଯ ରହିବେ। ତୁମ୍ଭମାନେେ ସଦାପ୍ରଭୁଙ୍କର ପ୍ରଶଂସା କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ଆମ୍ଭମାନଙ୍କ ପ୍ରତି ତାହାଙ୍କ ଦୟା ଅତିଶୟ ଓ ସଦାପ୍ରଭୁଙ୍କ ସତ୍ୟତା ଅନନ୍ତକାଳସ୍ଥାୟୀ । ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର ।
Odia Bible ERV 2004 (ପବିତ୍ର ବାଇବଲ)
କାରଣ ପରମେଶ୍ୱର ଆମ୍ଭମାନଙ୍କୁ ବହୁତ ପ୍ରେମ କରନ୍ତି! ସେ ଚିରକାଳ ଆମ୍ଭମାନଙ୍କ ପାଇଁ ସତ୍ୟ ରହିବେ। ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ଆମ୍ଭମାନଙ୍କ ପ୍ରତି ତାହାଙ୍କ ଦୟା ଅତିଶୟ ଓ ସଦାପ୍ରଭୁଙ୍କ ସତ୍ୟତା ଅନନ୍ତକାଳସ୍ଥାୟୀ। ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର।
Odia IRV 2017 (ଓଡିଆ ବାଇବେଲ)
କାରଣ ଆମ୍ଭମାନଙ୍କ ପ୍ରତି ତାହାଙ୍କ ଦୟା ଅତିଶୟ ଓ ସଦାପ୍ରଭୁଙ୍କ ସତ୍ୟତା ଅନନ୍ତକାଳସ୍ଥାୟୀ। ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର।