Psalms 118:10 — Compare Translations

5 translations compared side by side

Odia - 1840
"ଶତ୍ରୁମାନେ ମାେତେ ଘରେି ୟାଇଥିଲେ, କିନ୍ତୁ ସଦାପ୍ରଭୁଙ୍କ ଶକ୍ତି ବଳରେ ମୁଁ ସମାନଙ୍କେୁ ପରାସ୍ତ କଲି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସମୁଦାୟ ଗୋଷ୍ଠୀବର୍ଗ ମୋତେ ଚାରିଆଡ଼େ ଘେରିଲେ; ସଦାପ୍ରଭୁଙ୍କ ନାମରେ ମୁଁ ସେମାନଙ୍କୁ ଉଚ୍ଛିନ୍ନ କରିବି ।
Odia Bible ERV 2004 (ପବିତ୍ର ବାଇବଲ)
ଶତ୍ରୁମାନେ ମୋତେ ଘେରି ଯାଇଥିଲେ, କିନ୍ତୁ ସଦାପ୍ରଭୁଙ୍କ ଶକ୍ତି ବଳରେ ମୁଁ ସେମାନଙ୍କୁ ପରାସ୍ତ କଲି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସମୁଦାୟ ଗୋଷ୍ଠୀବର୍ଗ ମୋତେ ଚାରିଆଡ଼େ ଘେରିଲେ; ସଦାପ୍ରଭୁଙ୍କ ନାମରେ ମୁଁ ସେମାନଙ୍କୁ ଉଚ୍ଛିନ୍ନ କରିବି।
Odia IRV 2017 (ଓଡିଆ ବାଇବେଲ)
ସମୁଦାୟ ଗୋଷ୍ଠୀବର୍ଗ ମୋତେ ଚାରିଆଡ଼େ ଘେରିଲେ; ସଦାପ୍ରଭୁଙ୍କ ନାମରେ ମୁଁ ସେମାନଙ୍କୁ ଉଚ୍ଛିନ୍ନ କରିବି।