Psalms 118:11 — Compare Translations

5 translations compared side by side

Odia - 1840
"ଶତ୍ରୁଗଣ ବାରମ୍ବାର ମାେତେ ଘରେି ରହୁଛନ୍ତି। ମୁଁ ସମାନଙ୍କେୁ ସଦାପ୍ରଭୁଙ୍କ ଶକ୍ତିରେ ପରାସ୍ତ କରିବି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନେ ମୋତେ ଚାରିଆଡ଼େ ଘେରିଲେ; ହଁ, ସେମାନେ ମୋତେ ଚାରିଆଡ଼େ ଘେରିଲେ; ସଦାପ୍ରଭୁଙ୍କ ନାମରେ ମୁଁ ସେମାନଙ୍କୁ ଉଚ୍ଛିନ୍ନ କରିବି ।
Odia Bible ERV 2004 (ପବିତ୍ର ବାଇବଲ)
ଶତ୍ରୁଗଣ ବାରମ୍ବାର ମୋତେ ଘେରି ରହୁଛନ୍ତି। ମୁଁ ସେମାନଙ୍କୁ ସଦାପ୍ରଭୁଙ୍କ ଶକ୍ତିରେ ପରାସ୍ତ କରିବି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନେ ମୋତେ ଚାରିଆଡ଼େ ଘେରିଲେ; ହଁ, ସେମାନେ ମୋତେ ଚାରିଆଡ଼େ ଘେରିଲେ; ସଦାପ୍ରଭୁଙ୍କ ନାମରେ ମୁଁ ସେମାନଙ୍କୁ ଉଚ୍ଛିନ୍ନ କରିବି।
Odia IRV 2017 (ଓଡିଆ ବାଇବେଲ)
ସେମାନେ ମୋତେ ଚାରିଆଡ଼େ ଘେରିଲେ; ହଁ, ସେମାନେ ମୋତେ ଚାରିଆଡ଼େ ଘେରିଲେ; ସଦାପ୍ରଭୁଙ୍କ ନାମରେ ମୁଁ ସେମାନଙ୍କୁ ଉଚ୍ଛିନ୍ନ କରିବି।