Psalms 118:13 — Compare Translations
5 translations compared side by side
Odia - 1840
"ମାରେ ଶତ୍ରୁମାନେ ମାେତେ ଆକ୍ରମଣ କରି ପ୍ରାଯ ଧ୍ବଂସ କରିବା ଉପରେ ଥିଲେ, କିନ୍ତୁ ସଦାପ୍ରଭୁ ମାେତେ ସାହାୟ୍ଯ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୁଁ ଯେପରି ନିପତିତ ହେବି, ଏଥିପାଇଁ ତୁମ୍ଭେ ମୋତେ ଭାରୀ ଧକ୍କା ଦେଲ; ମାତ୍ର ସଦାପ୍ରଭୁ ମୋହର ସାହାଯ୍ୟ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ମୋର ଶତ୍ରୁମାନେ ମୋତେ ଆକ୍ରମଣ କରି ପ୍ରାୟ ଧ୍ୱଂସ କରିବା ଉପରେ ଥିଲେ, କିନ୍ତୁ ସଦାପ୍ରଭୁ ମୋତେ ସାହାଯ୍ୟ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୁଁ ଯେପରି ନିପତିତ ହେବି, ଏଥିପାଇଁ ତୁମ୍ଭେ ମୋତେ ଭାରୀ ଧକ୍କା ଦେଲ; ମାତ୍ର ସଦାପ୍ରଭୁ ମୋହର ସାହାଯ୍ୟ କଲେ।
Odia IRV 2017 (ଓଡିଆ ବାଇବେଲ)
ମୁଁ ଯେପରି ନିପତିତ ହେବି, ଏଥିପାଇଁ ତୁମ୍ଭେ ମୋତେ ଭାରୀ ଧକ୍କା ଦେଲ; ମାତ୍ର ସଦାପ୍ରଭୁ ମୋହର ସାହାଯ୍ୟ କଲେ।