Psalms 118:14 — Compare Translations
5 translations compared side by side
Odia - 1840
"ୟାହାଙ୍କୁ ମୁଁ ଗୀତରେ ଏବଂ ସ୍ତୁତିରେ ପ୍ରଶଂସା କରେ, ସେ ହିଁ ସଦାପ୍ରଭୁ, ମାରେ ଶକ୍ତି ଓ ସୁରକ୍ଷା। ସଦାପ୍ରଭୁ ମାେତେ ରକ୍ଷା କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁ ମୋହର ବଳ ଓ ଗାନ; ପୁଣି, ସେ ମୋହର ପରିତ୍ରାଣ ହୋଇଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ଯାହାଙ୍କୁ ମୁଁ ଗୀତରେ ଏବଂ ସ୍ତୁତିରେ ପ୍ରଶଂସା କରେ, ସେ ହିଁ ସଦାପ୍ରଭୁ, ମୋର ଶକ୍ତି ଓ ସୁରକ୍ଷା। ସଦାପ୍ରଭୁ ମୋତେ ରକ୍ଷା କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୁ ମୋହର ବଳ ଓ ଗାନ; ପୁଣି, ସେ ମୋହର ପରିତ୍ରାଣ ହୋଇଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ସଦାପ୍ରଭୁ ମୋହର ବଳ ଓ ଗାନ; ପୁଣି, ସେ ମୋହର ପରିତ୍ରାଣ ହୋଇଅଛନ୍ତି।