Psalms 118:15 — Compare Translations
5 translations compared side by side
Odia - 1840
"ଧାର୍ମିକମାନଙ୍କ ତମ୍ବୁରେ ଆନନ୍ଦ ଓ ବିଜଯ ଧ୍ବନି ତୁମ୍ଭେ ଶୁଣିପାରିବ। ସଦାପ୍ରଭୁ ପୁନରାଯ ତାଙ୍କର ମହାନ୍ ଶକ୍ତି ପ୍ରଦର୍ଶନ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଧାର୍ମିକମାନଙ୍କ ତମ୍ଵୁରେ ଆନନ୍ଦ ଓ ପରିତ୍ରାଣର ଧ୍ଵନି ଥାଏ; ସଦାପ୍ରଭୁଙ୍କ ଦକ୍ଷିଣ ହସ୍ତ ବୀରର କର୍ମ କରେ ।
Odia Bible ERV 2004 (ପବିତ୍ର ବାଇବଲ)
ଧାର୍ମିକମାନଙ୍କ ତମ୍ବୁରେ ଆନନ୍ଦ ଓ ବିଜୟ ଧ୍ୱନି ତୁମ୍ଭେ ଶୁଣିପାରିବ। ସଦାପ୍ରଭୁ ପୁନ୍ନରାୟ ତାଙ୍କର ମହାନ ଶକ୍ତି ପ୍ରଦର୍ଶନ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଧାର୍ମିକମାନଙ୍କ ତମ୍ବୁରେ ଆନନ୍ଦ ଓ ପରିତ୍ରାଣର ଧ୍ୱନି ଥାଏ; ସଦାପ୍ରଭୁଙ୍କ ଦକ୍ଷିଣ ହସ୍ତ ବୀରର କର୍ମ କରେ।
Odia IRV 2017 (ଓଡିଆ ବାଇବେଲ)
ଧାର୍ମିକମାନଙ୍କ ତମ୍ବୁରେ ଆନନ୍ଦ ଓ ପରିତ୍ରାଣର ଧ୍ୱନି ଥାଏ; ସଦାପ୍ରଭୁଙ୍କ ଦକ୍ଷିଣ ହସ୍ତ ବୀରର କର୍ମ କରେ।