Psalms 118:16 — Compare Translations

5 translations compared side by side

Odia - 1840
"ସଦାପ୍ରଭୁଙ୍କ ଦକ୍ଷିଣ ହସ୍ତ ବିଜଯ ପାଇଁ ଉତ୍ଥିତ ହେଲା। ଦେଖ, ସଦାପ୍ରଭୁ ପୁଣି ତାଙ୍କର ମହାଶକ୍ତି ଦଖାଇେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁଙ୍କ ଦକ୍ଷିଣ ହସ୍ତ ଉନ୍ନତ; ସଦାପ୍ରଭୁଙ୍କ ଦକ୍ଷିଣ ହସ୍ତ ବୀରର କର୍ମ କରେ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁଙ୍କ ଦକ୍ଷିଣ ହସ୍ତ ବିଜୟ ପାଇଁ ଉତ୍ଥିତ ହେଲା। ଦେଖ, ସଦାପ୍ରଭୁ ପୁଣି ତାଙ୍କର ମହାଶକ୍ତି ଦେଖାଇଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୁଙ୍କ ଦକ୍ଷିଣ ହସ୍ତ ଉନ୍ନତ; ସଦାପ୍ରଭୁଙ୍କ ଦକ୍ଷିଣ ହସ୍ତ ବୀରର କର୍ମ କରେ।
Odia IRV 2017 (ଓଡିଆ ବାଇବେଲ)
ସଦାପ୍ରଭୁଙ୍କ ଦକ୍ଷିଣ ହସ୍ତ ଉନ୍ନତ; ସଦାପ୍ରଭୁଙ୍କ ଦକ୍ଷିଣ ହସ୍ତ ବୀରର କର୍ମ କରେ।