Psalms 118:17 — Compare Translations

5 translations compared side by side

Odia - 1840
"ମୁଁ ମରିବି ନାହିଁ କିନ୍ତୁ ବଞ୍ଚିବି ଏବଂ ସଦାପ୍ରଭୁଙ୍କ କର୍ମସବୁ ବର୍ଣ୍ଣନା କରିବି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୁଁ ମରିବି ନାହିଁ, ମାତ୍ର ବଞ୍ଚିବି ଓ ସଦାପ୍ରଭୁଙ୍କ କର୍ମସବୁ ବର୍ଣ୍ଣନା କରିବି ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ମରିବି ନାହିଁ କିନ୍ତୁ ବଞ୍ଚିବି ଏବଂ ସଦାପ୍ରଭୁଙ୍କ କର୍ମସବୁ ବର୍ଣ୍ଣନା କରିବି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୁଁ ମରିବି ନାହିଁ, ମାତ୍ର ବଞ୍ଚିବି ଓ ସଦାପ୍ରଭୁଙ୍କ କର୍ମସବୁ ବର୍ଣ୍ଣନା କରିବି।
Odia IRV 2017 (ଓଡିଆ ବାଇବେଲ)
ମୁଁ ମରିବି ନାହିଁ, ମାତ୍ର ବଞ୍ଚିବି ଓ ସଦାପ୍ରଭୁଙ୍କ କର୍ମସବୁ ବର୍ଣ୍ଣନା କରିବି।