Psalms 118:19 — Compare Translations

5 translations compared side by side

Odia - 1840
"ହେ ପରମେଶ୍ବର ମାେ ପାଇଁ ସତ୍ଯତାର ଫାଟ ସବୁ ଫିଟାଅ। ମୁଁ ତହିଁ ମଧ୍ୟରେ ପ୍ରବେଶ କରିବି ଏବଂ ସଦାପ୍ରଭୁଙ୍କୁ ପ୍ରଶଂସା କରିବି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୋʼ ପାଇଁ ଧର୍ମର ଦ୍ଵାରସବୁ ଫିଟାଅ; ମୁଁ ତହିଁ ମଧ୍ୟରେ ପ୍ରବେଶ କରି ସଦାପ୍ରଭୁଙ୍କୁ ଧନ୍ୟବାଦ ଦେବି ।
Odia Bible ERV 2004 (ପବିତ୍ର ବାଇବଲ)
ହେ ପରମେଶ୍ୱର, ମୋ’ ପାଇଁ ସତ୍ୟତାର ଫାଟ ସବୁ ଫିଟାଅ। ମୁଁ ତହିଁ ମଧ୍ୟରେ ପ୍ରବେଶ କରିବି ଏବଂ ସଦାପ୍ରଭୁଙ୍କୁ ପ୍ରଶଂସା କରିବି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୋʼ ପାଇଁ ଦ୍ୱାରସବୁ ଫିଟାଅ ଯଦ୍ଦ୍ୱାରା ଧାର୍ମିକମାନେ ପ୍ରବେଶ କରନ୍ତି; ମୁଁ ତହିଁ ମଧ୍ୟରେ ପ୍ରବେଶ କରି ସଦାପ୍ରଭୁଙ୍କୁ ଧନ୍ୟବାଦ ଦେବି।
Odia IRV 2017 (ଓଡିଆ ବାଇବେଲ)
ମୋ’ ପାଇଁ ଦ୍ୱାରସବୁ ଫିଟାଅ ଯଦ୍ଵାରା ଧାର୍ମିକମାନେ ପ୍ରବେଶ କରନ୍ତି; ମୁଁ ତହିଁ ମଧ୍ୟରେ ପ୍ରବେଶ କରି ସଦାପ୍ରଭୁଙ୍କୁ ଧନ୍ୟବାଦ ଦେବି।