Psalms 118:2 — Compare Translations

5 translations compared side by side

Odia - 1840
"ଇଶ୍ରାୟେଲ ଏବେ କହନ୍ତୁ, ତାଙ୍କର ସ୍ନହପେୂର୍ଣ୍ଣ କରୁଣା ଅନନ୍ତକାଳସ୍ଥାଯୀ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଇସ୍ରାଏଲ ଏବେ କହନ୍ତୁ ଯେ, ତାହାଙ୍କ କରୁଣା ଅନନ୍ତକାଳସ୍ଥାୟୀ ।
Odia Bible ERV 2004 (ପବିତ୍ର ବାଇବଲ)
ଇସ୍ରାଏଲ ଏବେ କହନ୍ତୁ, “ତାଙ୍କର ସ୍ନେହପୂର୍ଣ୍ଣ କରୁଣା ଅନନ୍ତକାଳସ୍ଥାୟୀ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଇସ୍ରାଏଲ ଏବେ କହନ୍ତୁ ଯେ, ତାହାଙ୍କ କରୁଣା ଅନନ୍ତକାଳସ୍ଥାୟୀ।
Odia IRV 2017 (ଓଡିଆ ବାଇବେଲ)
ଇସ୍ରାଏଲ ଏବେ କହନ୍ତୁ ଯେ, “ତାହାଙ୍କ କରୁଣା ଅନନ୍ତକାଳସ୍ଥାୟୀ।”