Psalms 118:20 — Compare Translations

5 translations compared side by side

Odia - 1840
"ଏହିସବୁ ସଦାପ୍ରଭୁଙ୍କର ଦ୍ବାର ସମୂହ। କବଳେ ଧାର୍ମିକ ଲୋକମାନେ ତହିଁରେ ପ୍ରବେଶ କରିପାରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହି ସଦାପ୍ରଭୁଙ୍କ ଦ୍ଵାର; ଧାର୍ମିକ ଲୋକମାନେ ତହିଁରେ ପ୍ରବେଶ କରିବେ ।
Odia Bible ERV 2004 (ପବିତ୍ର ବାଇବଲ)
ଏହିସବୁ ସଦାପ୍ରଭୁଙ୍କର ଦ୍ୱାର ସମୂହ। କେବଳ ଧାର୍ମିକ ଲୋକମାନେ ତହିଁରେ ପ୍ରବେଶ କରି ପାରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହି ସଦାପ୍ରଭୁଙ୍କ ଦ୍ୱାର; ଧାର୍ମିକ ଲୋକମାନେ ତହିଁରେ ପ୍ରବେଶ କରିବେ।
Odia IRV 2017 (ଓଡିଆ ବାଇବେଲ)
ଏହି ସଦାପ୍ରଭୁଙ୍କ ଦ୍ୱାର; ଧାର୍ମିକ ଲୋକମାନେ ତହିଁରେ ପ୍ରବେଶ କରିବେ।