Psalms 118:21 — Compare Translations
5 translations compared side by side
Odia - 1840
"ହେ ସଦାପ୍ରଭୁ, ତୁମ୍ଭେ ମାରେ ପ୍ରାର୍ଥନାର ଉତ୍ତର ଦଇେଥିବାରୁ ମୁଁ ତୁମ୍ଭକୁ ଧନ୍ଯବାଦ ଦେଉଛି। ମାେତେ ପରିତ୍ରାଣ କରିଥିବାରୁ ତୁମ୍ଭଙ୍କୁ ଧନ୍ଯବାଦ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୁଁ ତୁମ୍ଭଙ୍କୁ ଧନ୍ୟବାଦ ଦେବି, କାରଣ ତୁମ୍ଭେ ମୋତେ ଉତ୍ତର ଦେଇଅଛ ଓ ମୋହର ପରିତ୍ରାଣ ହୋଇଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ହେ ସଦାପ୍ରଭୁ, ତୁମ୍ଭେ ମୋର ପ୍ରାର୍ଥନାର ଉତ୍ତର ଦେଇଥିବାରୁ ମୁଁ ତୁମ୍ଭକୁ ଧନ୍ୟବାଦ ଦେଉଛି। ମୋତେ ପରିତ୍ରାଣ କରିଥିବାରୁ ତୁମ୍ଭଙ୍କୁ ଧନ୍ୟବାଦ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୁଁ ତୁମ୍ଭଙ୍କୁ ଧନ୍ୟବାଦ ଦେବି, କାରଣ ତୁମ୍ଭେ ମୋତେ ଉତ୍ତର ଦେଇଅଛ ଓ ମୋହର ପରିତ୍ରାଣ ହୋଇଅଛି।
Odia IRV 2017 (ଓଡିଆ ବାଇବେଲ)
ମୁଁ ତୁମ୍ଭଙ୍କୁ ଧନ୍ୟବାଦ ଦେବି, କାରଣ ତୁମ୍ଭେ ମୋତେ ଉତ୍ତର ଦେଇଅଛ ଓ ମୋହର ପରିତ୍ରାଣ ହୋଇଅଛି।